ୟୁ.କେ. ଓଡ଼ିଶା ସମାଜର ୪୬ତମ ବାର୍ଷିକ ଉତ୍ସବ ମହା ସମାରୋହରେ ପାଳନ

ଲଣ୍ଡନ/ନୂଆଦିଲ୍ଲୀ. ( ମୋରଖବର)ଓଡ଼ିଶା ସମାଜ ୟୁନାଇଟେଡ କିଙ୍ଗଡମ (ଓସୁକ)ର ୪୬ ତମ ବାର୍ଷିକ ଉତ୍ସବ ମହା ସମାରୋହରେ ପାଳନ କରାଯାଇଥିବା ଜଣାଯାଇଛି।ଏହି ଉପଲକ୍ଷେ ଲଣ୍ଡନର ଵର୍କସାୟାର କାଉଁଟି ଅନ୍ତର୍ଗତ ମେଡେନହେଡ୍ ସ୍ଥିତ ସୁନ୍ଦର, ସୁରମ୍ୟ, ସବୁଜିମା ଘେରା ଉତ୍ସବସ୍ଥଳକୁ ଖୁବ ଭବ୍ୟ ଢଙ୍ଗରେ ସଜାଯାଇଥିବା ଦେଖା ଯାଇଥିଲା। ସମଗ୍ର ପରିବେଷ୍ଟନୀକୁ ଏକ ଛୋଟ ଓଡ଼ିଶାର ସ୍ୱରୂପ ପ୍ରଦାନ କରାଯିବାର ଦୃଶ୍ୟ ବେଶ ମର୍ମସ୍ପର୍ଶୀ ଥିଲା। ଏଠାରେ ଆୟୋଜିତ ଓସୁକର ଦୁଇ ଦିନିଆ ଅଧିବେଶନ କାଳରେ ଓଡ଼ିଆ ସମ୍ପ୍ରଦାୟର ସମ୍ମିଳିତ ନେତୃତ୍ୱର

Post a Comment

Previous Post Next Post